ଖଇରା (ନିଳାଦ୍ରୀ ନ୍ୟୁଜ୍) ଖଇରା ଥାନା ଅବକାରୀ ବିଭାଗ ପକ୍ଷରୁ ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରାଯାଇ ୧୨୦ ଲିଟର।ସମତେ ୩ଜଣଙ୍କୁ ଗିରଫ କରାଯାଇଛି। ସୂଚନା ଅନୁଯାୟୀ ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଖଇରା ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ପ୍ରହଲ୍ଲାଦ ସାମଲ ଏବଂ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ଵାରା ଖଇରା ଥାନା ଅନ୍ତର୍ଗତ ସିଙ୍ଗିପୁର, ମୁସ୍ତାଫାବାଦ, ରଟିଣା ଓ ନଛିପୁର ଗ୍ରାମରେ ଚଢ଼ାଉ କରାଯାଇ ୧୨୦ ଲିଟର ଦେଶୀ […]